ରାଜ୍ୟରେ ଆହୁରି ୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ଏବେ ମୋଟ ଆକ୍ରାନ୍ତ ସଂଖ୍ୟା ୪,୫୧୨

ସଙ୍ଗରୋଧ କେନ୍ଦ୍ରରୁ ୧୪୬ ଜଣ ଚିହ୍ନଟ ହୋଇଥିବା ବେଳେ ବାକି ୨୮ ଜଣ ସ୍ଥାନୀୟ ବାସିନ୍ଦା । ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୫୬ ଜଣ ଓ ବାଲେଶ୍ବର ଜିଲ୍ଲାରେ ୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଆହୁରି ୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ଏବେ ମୋଟ ଆକ୍ରାନ୍ତ ସଂଖ୍ୟା ୪,୫୧୨
ଗଞ୍ଜାମ ଜିଲ୍ଲାରେ ଘରକୁ ଘର ବୁଲି ସ୍ୱାସ୍ଥ୍ୟ ସର୍ଭେ ଚାଲିଛି ।
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୪ ଜଣ କରୋନା ଭାଇରସ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୪୬ ଜଣ ଚିହ୍ନଟ ହୋଇଥିବା ବେଳେ ବାକି ୨୮ ଜଣ ସ୍ଥାନୀୟ ବାସିନ୍ଦା । ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୫୬ ଜଣ ଓ ବାଲେଶ୍ବର ଜିଲ୍ଲାରେ ୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୫୧୨କୁ ବୃଦ୍ଧି ପାଇଛି ।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ଜଣାଇଛି ଯେ ଆଜି ଚିହ୍ନଟ ହୋଇଥିବା ପଜିଟିଭ୍‌ ବ୍ୟକ୍ତିମାନଙ୍କ ମଧ୍ୟରେ ବାଲେଶ୍ୱରରୁ ୩୪ ଜଣ, ଗଞ୍ଜାମ ଜିଲ୍ଲାରୁ ୫୬ ଜଣ, ପୁରୀରୁ ୧୬ ଜଣ ଓ ଖୋର୍ଦ୍ଧାରୁ ୧୦ ଜଣ ଅଛନ୍ତି । କେନ୍ଦୁଝରରୁ ୫ ଜଣ, ଯାଜପୁରରୁ ୯ ଜଣ, ନବରଙ୍ଗପୁରରୁ ୭ ଜଣ, ଓ କୋରାପୁଟରୁ ୬ ଜଣ ଆକ୍ରାନ୍ତ ଅଛନ୍ତି । କଳାହାଣ୍ଡିରୁ ୬ ଜଣ, କେନ୍ଦ୍ରାପଡାରୁ ୭ ଜଣ, ବରଗଡରୁ ୪ ଜଣ, କନ୍ଧମାଳ, ଭଦ୍ରକ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ଓ ବୌଦ୍ଧରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି, ନୁଆପଡ଼ା ଓ ବଲାଙ୍ଗୀରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ପରୀକ୍ଷା ହୋଇଥିବା ୨,୧୨,୨୨୪ ସ୍ୟାମ୍ପଲ୍‌ ମଧ୍ୟରୁ ଏ ପର୍ଯ୍ୟନ୍ତ ୪,୨୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ପର୍ଯ୍ୟନ୍ତ ୩,୦୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏବେ ୧,୪୫୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି । ଏ ପର୍ଯ୍ୟନ୍ତ ରାଜ୍ୟରେ ୧୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେଲାଣି ।

ଦିଲ୍ଲୀରେ ଜଣେ ପୋଲିସ କର୍ମୀ ଦୋକାନୀମାନଙ୍କ ଦେହର ତାପମାତ୍ରା ମାପୁଛନ୍ତି ।


ଦେଶରେ କରୋନା ସଙ୍କଟକୁ ନେଇ ସାମାନ୍ୟ ଆଶ୍ବସ୍ତି ମିଳିଛି । ଦିନକରେ ୨,୦୦୦ ଲୋକଙ୍କ ମୃତ୍ୟୁକୁ ନେଇ ଦେଶରେ ଆତଙ୍କ ସୃଷ୍ଟି ହେବା ପରେ ଗତ ୨୪ ଘଣ୍ଟାରେ ୩୩୪ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୨,୨୩୭କୁ ବୃଦ୍ଧି ହୋଇଥିବା ବେଳେ ଦିନକରେ ଆସିଥିବା ୧୨, ୮୮୧ଟି ନୂଆ ମାମଲାକୁ ମିଶାଇ ମୋଟ ପଜିଟିଭ ସଂଖ୍ୟା ୩,୬୬,୯୪୬ରେ ପହଞ୍ଚିଛି ।

ମହାରାଷ୍ଟ୍ର ଓ ଦିଲ୍ଲୀରେ ସ୍ଥିତି ଗୁରୁତର ରହିଛି । ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟାରେ ୧୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩,୩୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ଏ ପର୍ଯ୍ୟନ୍ତ ୫,୬୫୧ ଜଣ ପ୍ରାଣ ହରାଇଥିବା ବେଳେ ୧ ଲକ୍ଷ ୧୬ ହଜାରରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ଦିଲ୍ଲୀରେ ଦିନକରେ ୬୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨,୪୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏହା ବି ପଢ଼ନ୍ତୁ: 

ଫ୍ୟାକ୍ଟ ଚେକ୍: ଏହି ତି୩ଟି ମୃତ୍ୟୁକୁ ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ସହ ଯୋଡ଼ାଯାଉଛି କାହିକି?

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇରେ ନିଜ ଘରେ ଆତ୍ମହତ୍ୟା କଲେ

କାହିଁକି ଡିପ୍ରେସନରେ ଥିଲେ ସୁଶାନ୍ତ ସିଂ ରାଜପୁତ? କଥିତ ଗର୍ଲଫ୍ରେଣ୍ଡ ରିୟାଙ୍କ ସହ ପଚରାଉଚରା କରିବ ପୋଲିସ୍‌

ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବ ମ୍ୟାନେଜର୍ ଦିଶା ୫ ଦିନ ତଳେ ୧୨ ମହଲାରୁ ତଳକୁ ଖସି ମରିଥିଲେ

ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
First published: June 18, 2020, 3:11 PM IST
corona virus btn
corona virus btn
Loading