ରାଜ୍ୟରେ ଆହୁରି ୧୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ପଞ୍ଚାୟତରେ ହେବ କୋଭିଡ୍‌ କେୟାର ହୋମ୍‌

ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୪,୩୩୮କୁ ବୃଦ୍ଧି ପାଇଛି । ପଞ୍ଚାୟତରେ ହେବାକୁ ଥିବା କୋଭିଡ୍‌ କେୟାର ହୋମ୍‌ ଓ TMC ଦାୟିତ୍ବରେ ସରପଞ୍ଚମାନେ ରହିବେ । ଏଥି ପାଇଁ ସେମାନଙ୍କୁ ଆର୍ଥିକ ଓ ପ୍ରାଶାସନିକ କ୍ଷମତା ମିଳିବ ।

ରାଜ୍ୟରେ ଆହୁରି ୧୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ପଞ୍ଚାୟତରେ ହେବ କୋଭିଡ୍‌ କେୟାର ହୋମ୍‌
ଯାଜପୁର ଜିଲ୍ଲାରେ ଘରକୁ ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ବିଷୟରେ ସର୍ଭେ କରୁଛନ୍ତି ସ୍ୱାସ୍ଥ୍ୟ କର୍ମୀମାନେ ।
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୭୫ ଜଣ କରୋନା ଭାଇରସ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୪୫ ଜଣ ଥିବା ବେଳେ ୩୦ ଜଣ ସ୍ଥାନୀୟ ଅଞ୍ଚଳରୁ ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୪,୩୩୮କୁ ବୃଦ୍ଧି ପାଇଛି । ଆଜି ଆହୁରି ୭୩ ଜଣ ଆକ୍ରାନ୍ତ ସୁସ୍ଥ ବି ହୋଇଛନ୍ତି । ମୁଖ୍ୟ ମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଯେ ଏଣିକି ପ୍ରତି ପଞ୍ଚାୟତରେ ମିଳିବ କୋଭିଡ୍‌ କେୟାର ହୋମ୍‌ ସୁବିଧା ।

ଆଜି ଗଜପତି ଜିଲ୍ଲାରୁ ସର୍ବାଧିକ ୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୨୫, ପୁରୀରୁ ୧୮ ଓ ବରଗଡ଼ରୁ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଓ ଜଗତସିଂହପୁରରୁ ୭ ଜଣ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୬, ସୁନ୍ଦରଗଡ଼ ଓ ମୟୂରଭଞ୍ଜରୁ ୫ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି ।

ନୂଆପଡ଼ାରୁ ୪, କଟକ ଓ ବଲାଙ୍ଗିରରୁ ୩ ଜଣ ଲେଖାଏଁ ପଜିଟିଭ ବାହାରିଥିବା ବେଳେ ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ଗଞ୍ଜାମରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁଣି ୨୧ ଅଗ୍ନିଶମ କର୍ମଚାରୀଙ୍କ ସ୍ବାବ ଟେଷ୍ଟ ପଜିଟିଭ ଆସିଛି । ଏମାନେ ସମସ୍ତେ ପଶ୍ଚିମ ବଙ୍ଗରେ ଅମ୍ଫନ ବାତ୍ୟା ପରେ ପୁନରୁଦ୍ଧାର କାମ ସାରି ଫେରିଥିଲେ ।

ଗଞ୍ଜାମରେ ମହିଳା ସ୍ୱୟଂସହାୟତା ସମୂହର ସଦସ୍ୟାମାନଙ୍କୁ କରୋନା ବିଷୟରେ ଟ୍ରେନିଂ ଦିଆଯାଉଛି ।


ପୁରୀରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ଜଣେ ଆଇନଜୀବୀ ଓ ଜଣେ ମୋହରୀର । ଏହା ପରେ ସଂକ୍ରମଣ ରୋକିବାକୁ ଜିଲ୍ଲା ପ୍ରଶାସନ ପଦକ୍ଷେପ ନେଇଛି । ପୁରୀ ହରିହର ଛକରୁ ଟାଉନ୍ ହଲ୍ ପର୍ଯ୍ୟନ୍ତ ଅଞ୍ଚଳକୁ ଆଗାମୀ ନିର୍ଦ୍ଦେଶ ଯାଏ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିବା ବେଳେ ଜିଲ୍ଲାପାଳଙ୍କ ଅଫିସ ୧୯ ତାରିଖ ସକାଳ ୧୦ ଯାଏ ସଟଡାଉନ କରାଯାଇଛି ।

ଏହା ସହ ପୁରୀରେ କୋର୍ଟ, କଲେକ୍ଟରିଏଟ୍, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ଡିଏସ୍‌ଆର୍ ଅଫିସ ମଧ୍ୟ ବନ୍ଦ କରି ସାନିଟାଇଜ କରାଯାଇଛି । କରୋନା ସଂକ୍ରମିତ ମୋହରୀରଙ୍କ ସ୍ତ୍ରୀ କୋର୍ଟରେ କାମ କରୁଛନ୍ତି ଓ ଗଡ଼ିଶାଗଦା ଅଞ୍ଚଳରୁ ଚିହ୍ନଟ ହୋଇଥିବା ଦୁଇ ଅପରାଧୀଙ୍କୁ କୋର୍ଟ ଚାଲାଣ କରାଯାଇଥିବାରୁ କୋର୍ଟକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିବା ଉପଜିଲ୍ଲାପାଳ କହିଛନ୍ତି ।

ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ


ରାଜ୍ୟରେ କୋଭିଡ୍‌-୧୯ର ମୁକାବିଲା ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଯେ ପ୍ରତି ପଞ୍ଚାୟତରେ କୋଭିଡ୍‌ କେୟାର ହୋମ୍‌ ସୁବିଧା ମିଳିବ । ଏଥିରେ ୧୦ରୁ ୨୦ ଜଣ ବ୍ୟକ୍ତି ରହିବାର ବ୍ୟବସ୍ଥା ହେବ । ଏଥିରେ ଗ୍ରାମାଞ୍ଚଳରେ ୭୦ ହଜାର ଲୋକଙ୍କ ରହିବାର ବ୍ୟବସ୍ଥା ହେବ । କରୋନା ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ପ୍ରଥମେ କୋଭିଡ କେୟାର ହୋମକୁ ନିଆଯିବ । ଟେଷ୍ଟିଂ ପରେ ପଜିଟିଭ ଆସିଲେ ତାଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ ।

କୋଭିଡ ପରିଚାଳନାକୁ ବିକେନ୍ଦ୍ରୀକରଣ କରିବା ପାଇଁ ଏହି ଘୋଷଣା ହୋଇଛି । ଏଥି ପାଇଁ ଗାଁ ଓ ସହର ସବୁଠି ୱାର୍ଡସ୍ତରୀୟ କମିଟି ଗଠନ କରାଯିବ । ଏହି କମିଟିରେ ୱାର୍ଡସ୍ତରୀୟ ଜନ ପ୍ରତିନିଧି ସହ ସହ ଆଶା, ଅଙ୍ଗନବାଡ଼ି କର୍ମୀ ଓ SHGର ମାଆମାନେ ରହିବେ । ଏହି କମିଟିକୁ ମହାମାରୀ ରୋଗ ନିୟନ୍ତ୍ରଣ ଆଇନରେ ସ୍ବତନ୍ତ୍ର କ୍ଷମତା ଦିଆଯିବ । ବର୍ତ୍ତମାନର ଗାଁ କଲ୍ୟାଣ ସମିତି ଏହି କମିଟିର ଦାୟିତ୍ବ ନେବେ । ପରିଚାଳନା ପାଇଁ ପ୍ରତି କମିଟିକୁ ୧୦ ହଜାର ଟଙ୍କା ଯାଏ ଖର୍ଚ୍ଚ କରିବାର କ୍ଷମତା ଦିଆଯିବ ।

କୋଭିଡ୍‌ କେୟାର ହୋମ୍‌ ଓ TMC ଦାୟିତ୍ବ ସରପଞ୍ଚ ଉପରେ ନ୍ୟସ୍ତ ରହିବ ଓ ଏଥି ପାଇଁ ସରପଞ୍ଚମାନଙ୍କୁ ଆର୍ଥିକ ଓ ପ୍ରାଶାସନିକ କ୍ଷମତା ମିଳିବ ବୋଲି ସରକାର ସ୍ପଷ୍ଟ କରିଛନ୍ତି ।

ଏହା ବି ପଢ଼ନ୍ତୁ: 

ଫ୍ୟାକ୍ଟ ଚେକ୍: ଏହି ତି୩ଟି ମୃତ୍ୟୁକୁ ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ସହ ଯୋଡ଼ାଯାଉଛି କାହିକି?

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇରେ ନିଜ ଘରେ ଆତ୍ମହତ୍ୟା କଲେ

କାହିଁକି ଡିପ୍ରେସନରେ ଥିଲେ ସୁଶାନ୍ତ ସିଂ ରାଜପୁତ? କଥିତ ଗର୍ଲଫ୍ରେଣ୍ଡ ରିୟାଙ୍କ ସହ ପଚରାଉଚରା କରିବ ପୋଲିସ୍‌

ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବ ମ୍ୟାନେଜର୍ ଦିଶା ୫ ଦିନ ତଳେ ୧୨ ମହଲାରୁ ତଳକୁ ଖସି ମରିଥିଲେ

ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
First published: June 17, 2020, 4:17 PM IST
corona virus btn
corona virus btn
Loading