ଗଜପତିରେ କୋଭିଡ୍ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତାରୁ ତଳକୁ ଓଲଟିଲା; ଚାଳକ ଆହତ

ଦୁର୍ଘଟଣା ରାତି ପ୍ରାୟ ୨ଟା ସମୟରେ ଘଟିଥିଲା । ଭ୍ୟାନଟି ଭାରସାମ୍ୟ ହରାଇ ନାରିଙ୍ଗି ଘାଟି ରାସ୍ତାର ଡାହାଣ ପଟକୁ ଓଲଟି ପଡିଥିଲା । ଆହତ ଚାଳକଙ୍କୁ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି ।

ଗଜପତିରେ କୋଭିଡ୍ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତାରୁ ତଳକୁ ଓଲଟିଲା; ଚାଳକ ଆହତ
ଦୁର୍ଘଟଣା ପରେ ରାସ୍ତାରୁ ତଳକୁ ଓଲଟି ପଡ଼ିଥିବା କୋଭିଡ ଭ୍ୟାନ୍
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ମୋହନା ଥାନା ନାରିଙ୍ଗି ଘାଟିରେ ଏକ କୋଭିଡ ଭ୍ୟାନ ଦୁର୍ଘଟଣା ଗସ୍ତ ହୋଇଛି । ଏଥିରା ଥିବା ଚାଳକ ଏହି ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଛନ୍ତି ଓ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ଏହି ଦୁର୍ଘଟଣା ସମୟରେ ଭ୍ୟାନଟିରେ ଚାଳକଙ୍କ ବ୍ୟତୀତ ଆଉ କେହି ନ ଥିବା ଜଣାପଡ଼ିଛି । ଚାଳକ ଜଣକ ଜିରାଙ୍ଗ ଗାଁର ବିକାଶ ଶବର । ସେ ଗତ କାଲି ରାତିରେ ଏହି ଭ୍ୟାନରେ ଚାନ୍ଦିପୁଟରୁ ଦୁଇ ଜଣ କରୋନା ଆକ୍ରାନ୍ତଙ୍କୁ ପାରଳାଖେମୁଣ୍ଡିରେ ଥିବା କୋଭିଡ଼ ହସପିଟାଲରେ ଛାଡ଼ି ମୋହନା ଫେରୁଥିବା ବେଳେ ରାତି ପ୍ରାୟ ୨ଟା ସମୟରେ ଭ୍ୟାନଟି ଭାରସାମ୍ୟ ହରାଇ ନାରିଙ୍ଗି ଘାଟି ରାସ୍ତାର ଡାହାଣ ପଟକୁ ଓଲଟି ପଡିଥିଲା ।

ଆହତ ଚାଳକକୁ ଉଦ୍ଧାର କରି ପ୍ରଥମେ ମୋହନା ହସପିଟାଲରେ ଭର୍ତ୍ତି କରିବା ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ସେଠାରୁ ତାଙ୍କୁ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି ।

ଭ୍ୟାନଟି ଭାରସାମ୍ୟ ହରାଇ ନାରିଙ୍ଗି ଘାଟି ରାସ୍ତାର ଡାହାଣ ପଟକୁ ଓଲଟି ପଡିଥିଲା ।


ଦୁର୍ଘଟଣାର କାରଣ ଏ ପର୍ଯ୍ୟନ୍ତ ଜଣାପଡ଼ିନାହିଁ । ଚାଳକ ଜଣକ ମଦ୍ୟପାନ କରି ଗାଡ଼ି ଚଳାଉଥିଲେ କି ନାହିଁ ତାହା ଜାଣିବା ପାଇଁ ହସପିଟାଲ ସହିତ ପୋଲିସ ଯୋଗାଯୋଗ କରିଛି । ଦୁର୍ଘଟଣା ବେଳେ ଏହି ଭ୍ୟାନରେ ଯଦି କୋଭିଡ ରୋଗୀ ଥାଆନ୍ତେ ତାହେଲେ ସେମାନେ ନିଶ୍ଚୟ ଗୁରୁତର ଭାବେ ଆହତ ହୋଇଥା’ନ୍ତେ ।

ଏହା ବି ପଢ଼ନ୍ତୁ: 

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇରେ ନିଜ ଘରେ ଆତ୍ମହତ୍ୟା କଲେ

ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
First published: June 14, 2020, 3:44 PM IST
corona virus btn
corona virus btn
Loading