News18 Odia Digital ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥ ଯାତ୍ରା ପୁରୀରେ ଚାଲିଛି । ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ସହ ତିନି ରଥରେ ବିରାଜମାନ ହୋଇ ମାଉସୀଘର ଆଡ଼େ ଚାଲିଛନ୍ତି ମହା ପ୍ରଭୁ । ଦେଖନ୍ତୁ ଲାଇଭ୍ । WATCH LIVE କୌଣସି ରଥକୁ ୫୦୦ରୁ ଅଧିକ ଲୋକ ଟାଣି ପାରିବେ ନାହିଁ ବୋଲି ହୋଇଥିବା ନିୟମର ଅନୁପାଳନ ହେଉଛି । କେବଳ କରୋନା ନେଗେଟିଭ୍ ଥିବା ସେବାୟତ ଓ ପୋଲିସ୍ କର୍ମଚାରୀ ହିଁ ରଥ ଟାଣୁଛନ୍ତି । ପୋଲିସ ଅଧିକାରୀଙ୍କୁ ମିଶାଇ ପ୍ରତି ରଥକୁ କେବଳ ୫୦୦ ଲୋକ ଟାଣୁଛନ୍ତି । ପ୍ରତି ରଥ ଟଣା ମଧ୍ୟରେ ୧ ଘଣ୍ଟାର ବ୍ୟବଧାନ ରଖିବାକୁ ଦିଆଯାଇଥିବା ନିର୍ଦ୍ଦେଶର ବି ପାଳନ କରାଯାଉଛି । ଗତ କାଲି ରଥ ଯାତ୍ରା ଆୟୋଜନ ପାଇଁ ସୁପ୍ରିମ କୋର୍ଟଙ୍କ ସର୍ତ୍ତମୂଳକ ଅନୁମତି ମିଳିବା ପରେ ଗତ କାଲି ରାତି ୯ଟାରୁ ପୁରୀ ସହର ସମେତ ସମଗ୍ର ଜିଲ୍ଲାରେ ଘୋଷଣା କରାଯାଇଛି ସଟଡାଉନ। ଜିଲ୍ଲାରେ କର୍ଫ୍ୟୁ ଭଳି କଟକଣା ଜାରି ରହିଛି । ସୋମବାର ରାତି ୯ଟା ପର ଠାରୁ ପୁରୀ ଜିଲ୍ଲା ଭିତରକୁ ପ୍ରବେଶ ମଧ୍ୟ ନିଷେଧ କରାଯାଇଥିବା କହିଛନ୍ତି ପୁରୀ ଏସ୍.ପି. ଉମାଶଙ୍କର ଦାଶ । ବୁଧବାର ଅପରାହ୍ଣ ୨ଟା ଯାଏ ଜାରି ରହିବ କର୍ଫ୍ୟୁ । ପୁରୀରେ ୭୫ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ ହୋଇଛନ୍ତି । କୌଣସି ବାହାର ଲୋକ ଏପରିକି ପୁରୀ ଲୋକେ ବି ବଡ଼ଦାଣ୍ଡକୁ ଆସନ୍ତୁ ନାହିଁ ବୋଲି ଅନୁରୋଧ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ । ଜିଲ୍ଲାପାଳ ବଲୱନ୍ତ ସିଂ ଓ ଏସ୍.ପି. କହିଛନ୍ତି ବିନା ଭକ୍ତରେ ରଥ ଯାତ୍ରା ସଂପନ୍ନ କରାଯିବା ପାଇଁ ଏକ ସୁରକ୍ଷା ବଳୟ ସୃଷ୍ଟି କରାଯାଇଛି । ଏହା ବି ପଢ଼ନ୍ତୁ: ମହିଳା ରସି ଲଗାଇ ଆତ୍ମହତ୍ୟା କରୁଥିଲେ; ୩ ବର୍ଷର ଝିଅ କାନ୍ଦିବାରୁ ତାଙ୍କ ଜୀବନ ରକ୍ଷା ହେଲା ଆମର ୨୦ ଜଣ ସୈନ୍ୟଙ୍କ ହତ୍ୟା ହେବା ପରେ ଭାରତବାସୀ ଚୀନ୍ ବିଷୟରେ କଣ୍ ଭାବୁଛନ୍ତି? ଏହି ସର୍ଭେରୁ ଜଣା ପଡ଼ିଲା ଯୋଗ ଦିବସ: ଏହି ପ୍ରସିଦ୍ଧ ‘ନଗ୍ନ ଯୋଗ ନାରୀ’ ଏମିତି ଯୋଗ କରନ୍ତି; ଫଟୋ ଭାଇରାଲ୍ ହେଉଛି ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଖବର ଟିଭିରେ ବାରମ୍ବାର ଦେଖି ୧୭ ବର୍ଷୀୟା ଛାତ୍ରୀ ଆତ୍ମହତ୍ୟା କଲା ଆତ୍ମହତ୍ୟା କରୁଥିବା ଲୋକେ ମରିବାକୁ ଚାହୁଁଛନ୍ତି ବୋଲି ବି ନିଶ୍ଚିତ ନ ଥାନ୍ତି; ମିଡ଼ିଆର ଭୂମିକା ମହତ୍ୱପୂର୍ଣ୍ଣ ଫ୍ୟାକ୍ଟ ଚେକ୍: ଏହି ତି୩ଟି ମୃତ୍ୟୁକୁ ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ସହ ଯୋଡ଼ାଯାଉଛି କାହିକି? ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇରେ ନିଜ ଘରେ ଆତ୍ମହତ୍ୟା କଲେ କାହିଁକି ଡିପ୍ରେସନରେ ଥିଲେ ସୁଶାନ୍ତ ସିଂ ରାଜପୁତ? କଥିତ ଗର୍ଲଫ୍ରେଣ୍ଡ ରିୟାଙ୍କ ସହ ପଚରାଉଚରା କରିବ ପୋଲିସ୍ ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବ ମ୍ୟାନେଜର୍ ଦିଶା ୫ ଦିନ ତଳେ ୧୨ ମହଲାରୁ ତଳକୁ ଖସି ମରିଥିଲେ ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍ ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍ ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍ ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ! କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’ ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ ‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା