ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ପଞ୍ଚମ ଆର୍ଥିକ ପ୍ୟାକେଜ୍ ବିଷୟରେ ସୂଚନା ଦେଉଛନ୍ତି । ଦେଖନ୍ତୁ ଲାଇଭ୍

ରବିବାର ଦିନ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଅର୍ଥନୈତିକ ପ୍ୟାକେଜ ଘୋଷଣା କରିଛନ୍ତି ।

ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ପଞ୍ଚମ ଆର୍ଥିକ ପ୍ୟାକେଜ୍ ବିଷୟରେ ସୂଚନା ଦେଉଛନ୍ତି । ଦେଖନ୍ତୁ ଲାଇଭ୍
ନିର୍ମଳା ସୀତାରମଣ
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ନୂଆ ଦିଲ୍ଲୀ: ରବିବାର ଦିନ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଅର୍ଥନୈତିକ ପ୍ୟାକେଜ ଘୋଷଣା କରିଛନ୍ତି । ଅର୍ଥ ମନ୍ତ୍ରୀ କହିଛନ୍ତି ଯେ ଆନ୍ତର୍ଜାତୀୟ ବଜାରରେ ଦେଶ କଡ଼ା ପ୍ରତିଯୋଗିତାର ସମ୍ମୁଖୀନ ହେବାକୁ ପ୍ରସ୍ତୁତ ହେବ । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜକୁ ଅର୍ଥ ମନ୍ତ୍ରୀ ବୁଝାଉଛନ୍ତି ।

ଦେଖନ୍ତୁ ଲାଇଭ୍:



ଏହା ବି ଦେଖନ୍ତୁ: ‘ଜୀତା ରହେଗା ମେରା ଇଣ୍ଡିଆ’: କରୋନା ବିରୋଧରେ ଲଢ଼େଇ ଉପରେ ରିଲାଏନ୍ସର ଭିଡିଓ ଗୀତ ଦେଖନ୍ତୁ

ଏହା ବି ପଢ଼ନ୍ତୁ: ଚାକିରିଜୀବୀଙ୍କ ପାଇଁ ବଡ଼ ଖବର: ଗ୍ରାଚ୍ୟୁଇଟି ପାଇଁ ୫ ବର୍ଷର ଅପେକ୍ଷାର ଏବେ ଅନ୍ତ ହେବ

ଏହା ବି ପଢ଼ନ୍ତୁ: କୋଇଲା ଖନନରେ ସରକାରଙ୍କ ଏକଚାଟିଆ ଅଧିକାର ଶେଷ; ପ୍ରତିରକ୍ଷା ଉତ୍ପାଦନରେ FDI ବଢ଼ିଲା

ଏହା ବି ପଢ଼ନ୍ତୁ: ଆସୁଛି ବାତ୍ୟା ଆମ୍ଫାନ୍: ଏବେ ଘଣ୍ଟାକୁ ୨୦ କିମି ବେଗରେ ଗତି କରୁଛି; ରାଜ୍ୟ ପ୍ରସ୍ତୁତ ହେଉଛି

ଏହା ବି ପଢ଼ନ୍ତୁ: କରୋନା ସନ୍ଦେହରେ ହସପିଟାଲରେ ଥିବା ନିଜ ୫ ବର୍ଷର ପୁଅକୁ ହତ୍ୟା କଲେ ଫୁଟବଲ୍ ଖେଳାଳି

 
First published: May 17, 2020, 12:02 PM IST
corona virus btn
corona virus btn
Loading