News18 Odia Digital
ମେଷ- ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ। ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି। ଆଦୌ ଚ଼ିନ୍ତା କରନ୍ତୁ ନାହିଁ। କେବଳ ସତର୍କତା ଅବଲମ୍ବନ କରନ୍ତୁ।
ବୃଷ- ଆପଣଙ୍କୁ କେହି ସାମାଜିକ କାମ ପାଇଁ ସାହାଯ୍ୟ ମାଗିଲେ ଆପଣ ତାହା ଅବଶ୍ୟ କରନ୍ତୁ। ଏଥିରୁ ଆପଣଙ୍କୁ ସନ୍ତୁଷ୍ଟି ମିଳିବା ସହିତ ସେମାନଙ୍କୁ ସାହାଯ୍ୟ ମଧ୍ୟ ମିଳିଯିବ। ଆଗକୁ ବଢ଼ନ୍ତୁ ଏବଂ ଏହି ଅନୁଭବର ମଜ୍ଜା ନିଅନ୍ତୁ।
ମିଥୁନ- ଆପଣଙ୍କ ସୁଖ ସମ୍ବଳ ଆପଣଙ୍କୁ ବହୁତ ସାହାଯ୍ୟ କରିବ। ଆପଣ ଯାହା କିଛି ଆଜି କରନ୍ତୁ ନା କାହିଁକି ଆପଣଙ୍କ ଅନ୍ତରଆତ୍ମା ଇଚ୍ଛାନୁଯାଇ କାମକରନ୍ତୁ। ଆପଣ କୌଣସି ବିପଦକୁ ଡ଼ରିବେ ନାହିଁ।
କର୍କଟ- ଆଜି ଆପଣ ନିଜର ଘରବାଲା ଓ ସାଙ୍ଗମାନଙ୍କ ସହିତ ମଜା ନେବେ ,ଯେଉଁଥିରେ ଆପଣଙ୍କ ଘର ଉପରେ ଖୁସିରେ ବାତାବରଣ ବାଗେଇ ହୋଇ ରହିବ। ଅଧିକ ସମୟ ଧରି ଘରେ ଚାଲିଥିବା କଳିକଜିଆରୁ ଆପଣଙ୍କୁ ମୁକ୍ତି ମିଳିଯିବ।
ସିଂହ- ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି। ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତହୁଅନ୍ତୁ ନାହିଁ।
କନ୍ୟା- ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱପୂର୍ଣ୍ଣ ଭାବରେ ଚାଲୁଅଛି। ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ୍ ହେବ।
ତୁଳା- ଆଜି ଆପଣ ନିଜ ରାଗଉପରେ ନିୟନ୍ତ୍ରଣ ରଖିବେ। ଏମିତି କରିଲେ ଆପଣ ସେ ଶାନ୍ତିକୁ ବଜାୟ ରଖିବେ ଯାହାର ଆନନ୍ଦ ଏବେ ପର୍ଯ୍ୟନ୍ତ ନେଉଥିଲେ। ଆପଣଙ୍କୁ ଯେଉଁ କଥା ଆଜି ବଡ଼ ଲାଗୁଛି ସେହିକଥା କାଲି ଛୋଟ ଲାଗିବ।
ବିଛା- ଆଜି ଆପଣ ନିଜ କାର୍ଯ୍ୟସ୍ଥଳରେ ବହୁତ ପରିଶ୍ରମ କରିବେ ଏବଂ ଆପଣଙ୍କୁ ନିଜ ଉପଲବ୍ଧି ଉପରେ ଗର୍ବ ହେବ। କିନ୍ତୁ ଆଜି ଆପଣ ନିଜ ପରିବାର ସହିତ କିଛି ସମୟ ଅତିବାହିତ କରିବା ଜରୁରୀ।
ଧନୁ- ଆଜି ଆପଣଙ୍କର ପ୍ରସିଦ୍ଧିରେ ଯାହା ଜାରି ରହିବ, ଆଗାମୀ ଦିନରେ ଆପଣଙ୍କୁ ମଉଜ ମସ୍ତି କରିବାର ସୁଯୋଗ ମିଳିବ। ସବୁ କିଛି ଆପଣଙ୍କର ଆପ୍ରାଣ ଉଦ୍ୟମର ଫଳ।
ମକର- ଆଜି ଆପଣ ବହୁତ ସନ୍ତୁଷ୍ଟ ଅନୁଭବ କରିବେ ଏବଂ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯିବା ପାଇଁ ଚାହିଁବେ। ଭଲଭାବେ ପ୍ରସ୍ତୁତ ହୋଇ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯାଆନ୍ତୁ ଏବଂ ଖୁବ୍ ମଜ୍ଜା କରନ୍ତୁ।
କୁମ୍ଭ- ସନ୍ଧ୍ୟାରେ ଆପଣଙ୍କର କୌଣସି ମାନସିକ ସମାରୋହକୁ ଯିବାର ସଙ୍କେତ ଅଛି। ଆପଣ କାହାରି ଭୋଜିରେ ମଧ୍ୟ ଯାଇ ପାରନ୍ତି କିମ୍ବା ବନ୍ଧୁଙ୍କ ଘରେ ହେଉଥିବା ସମାରୋହରେ ଭାଗନେଇ ପାରନ୍ତି। ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲରେ ଯିବ।
ପଢ଼ନ୍ତୁ ଏହି ଖବର: ସ୍ବପ୍ନରେ ଦେଖୁଛନ୍ତି କି ମୃତ ପରିଜନଙ୍କୁ? ଏହାଦ୍ୱାରା ମିଳିଥାଏ ଏମିତି କିଛି ସଙ୍କେତ; ଜାଣନ୍ତୁ କଣ...ମୀନ- ଆପଣ ଏଭଳି ଜଣେ ବ୍ୟକ୍ତି ଯାହାକୁ ନିଜ ଆଖପାଖ ଲୋକଙ୍କ ସାହାଯ୍ୟ ସହଯରେ ମିଳିଯାଏ। ଆପଣଙ୍କୁ ହୁଏତ ଏହା ଜଣା ନାହିଁ ଯେ ବହୁତ ଲୋକ ଆପଣଙ୍କ ବ୍ୟକ୍ତିତ୍ତ୍ୱ ଦ୍ୱାରା ପ୍ରଭାବିତ। ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।