News18 Odia Digital ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଜଣେ ମହିଳାଙ୍କ ବେକରୁ ସୁନା ଚେନ୍ ଲୁଟି ଖସି ପଳାଇବାକୁ ଉଦ୍ୟମ କରୁଥିବା ବେଳେ ମୋଟର୍ ସାଇକେଲ୍ ଦୁର୍ଘଟଣାର ଶିକାର ହୋଇଛନ୍ତି ଦୁଇ ଜଣ ଲୁଟେରା l କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି l ପୋଲିସ୍ ଓ ହସପିଟାଲ୍ ସୂତ୍ରରୁ ଜଣା ପଡ଼ିଛି ଯେ ଏହି ଦୁଇ ଯୁବକଙ୍କ ନାମ କାର୍ତ୍ତିକ ସେଠି ଓ ଶ୍ରୀନିବାସ ଭୋଇ l ସେମାନେ ନୂଆଗାଁର ବାସିନ୍ଦା । ଗତ କାଲି (ଗୁରୁବାର, ଜୁନ୍ ୧୮) ସନ୍ଧ୍ୟା ପାଖାପାଖି ୬ଟା ବେଳେ ଧଉଳି ଶାନ୍ତି ସ୍ତୁପ ନିକଟରେ ଦୁଇ ଜଣ ମହିଳା ଚାଲି ଚାଲି ଫେରୁଥିବା ବେଳେ ଏହି ଦୁଇ ଲୁଟେରା ଜଣେ ମହିଳାଙ୍କ ବେକରୁ ସୁନା ଚେନ ଲୁଟି ନେଇ ଏକ ମୋଟର୍ ସାଇକେଲରେ ଫେରାର ହେବାକୁ ଉଦ୍ୟମ କରୁଥିଲେ l ହେଲେ ଫେଲ ମାରିଥିଲା ସେମାନଙ୍କ ଉଦ୍ୟମ l ମହିଳା ଜଣକ ବଡ଼ ପାଟିରେ ଚିତ୍କାର କରିବାରୁ ଉଭୟ ଯୁବକ ଦ୍ରୁତ ଗତିରେ ମୋଟର୍ ସାଇକେଲ୍ ଚଳାଇ ଫେରାର ହେବାକୁ ଉଦ୍ୟମ କରିଥିଲେ l ହେଲେ ଥାନା ନିକଟରେ ଥିବା ଏକ ହମ୍ପ୍ସରେ ପିଟି ହୋଇଯାଇଥିଲା ସେମାନଙ୍କ ମୋଟର୍ ସାଇକେଲ୍ । ଭାରସାମ୍ୟ ହରାଇ ଉଭୟ ରାସ୍ତାରେ ପଡ଼ିଯାଇଥିଲେ l ଉଭୟଙ୍କ ଶରୀରର ବିଭିନ୍ନ ସ୍ଥାନରୁ ରକ୍ତ ବାହାରୁଥିଲା ଓ ଉଭୟ ଚେଷ୍ଟା କରି ବି ସେଠାରୁ ଖସିପାରି ନ ଥିଲେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି । ଦୁଇ ଜଣ ଲୁଟେରାଙ୍କ ମଧ୍ୟରୁ ଜଣେ ସେମାନଙ୍କୁ ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଦେଖି କେତେକ ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ପୋଲିସ୍ ଆସି ଦୁର୍ଘଟଣା ସ୍ଥଳରେ ପହଞ୍ଚିଥିଲା । ଏତିକି ବେଳେ ସେହି ଦୁଇ ଜଣ ମହିଳା ମଧ୍ୟ ସେଠାରେ ପହଞ୍ଚି ଥିଲେ ଓ ତାଙ୍କ ସୁନା ଚେନ୍ ଏହି ଦୁଇ ଯୁବକ ଲୁଟି ନେଇ ଫେରାର୍ ହେକାକୁ ଚେଷ୍ଟା କରିଥିଲେ ବୋଲି ପୋଲିସକୁ କହିଥିଲେ । ଦ୍ୱିତୀୟ ଲୁଟେରା ଏହା ପରେ କାର୍ତ୍ତିକ ସେଠି ଓ ଶ୍ରୀନିବାସ ଭୋଇଙ୍କ ପାଖରୁ ସେହି ମହିଳାଙ୍କ ସୁନା ଚେନ୍ ଜବତ ହୋଇଥିଲା । ପୋଲିସ ଦୁଇ ଯୁବକଙ୍କୁ କ୍ୟାପିଟାଲ୍ ହସପିଟାଲରେ ଭର୍ତ୍ତି କରାଇଥିଲା । ସେମାନଙ୍କ ନାମରେ ଏକ ଲୁଟ୍ ମାମଲା ମଧ୍ୟ ରୁଜୁ ହୋଇଛି । ସଦ୍ୟ ସୂଚନା ଅନୁସାରେ କଟକ ବଡ଼ ମେଡିକାଲରେ ଏହି ଦୁଇ ଯୁବକଙ୍କ ସ୍ଥିତି ଏବେ ବି ଗୁରୁତର ଅଛି l ଏହା ବି ପଢ଼ନ୍ତୁ: ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଖବର ଟିଭିରେ ବାରମ୍ବାର ଦେଖି ୧୭ ବର୍ଷୀୟା ଛାତ୍ରୀ ଆତ୍ମହତ୍ୟା କଲା ଆତ୍ମହତ୍ୟା କରୁଥିବା ଲୋକେ ମରିବାକୁ ଚାହୁଁଛନ୍ତି ବୋଲି ବି ନିଶ୍ଚିତ ନ ଥାନ୍ତି; ମିଡ଼ିଆର ଭୂମିକା ମହତ୍ୱପୂର୍ଣ୍ଣ ଫ୍ୟାକ୍ଟ ଚେକ୍: ଏହି ତି୩ଟି ମୃତ୍ୟୁକୁ ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ସହ ଯୋଡ଼ାଯାଉଛି କାହିକି? ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇରେ ନିଜ ଘରେ ଆତ୍ମହତ୍ୟା କଲେ କାହିଁକି ଡିପ୍ରେସନରେ ଥିଲେ ସୁଶାନ୍ତ ସିଂ ରାଜପୁତ? କଥିତ ଗର୍ଲଫ୍ରେଣ୍ଡ ରିୟାଙ୍କ ସହ ପଚରାଉଚରା କରିବ ପୋଲିସ୍ ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବ ମ୍ୟାନେଜର୍ ଦିଶା ୫ ଦିନ ତଳେ ୧୨ ମହଲାରୁ ତଳକୁ ଖସି ମରିଥିଲେ ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍ ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍ ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍ ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ! କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’ ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ ‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା