Gold Price Today: ବଢ଼ିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୫୩,୬୨୦ ଟଙ୍କା ଥିବାବେଳେ ବୁଧବାର ଦିନ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୧୫୦ ଟଙ୍କା ରହିଛି।

ବଢ଼ିଲା ସୁନା ଦର

ବଢ଼ିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୭୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୩୨୦ ଟଙ୍କା ଅଛି।

ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ହାରରେ ୭୫୦ ଟଙ୍କା ବୃଦ୍ଧି ପାଇଛି। ଗତକାଲି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୫୦୦ ଟଙ୍କା ଓ ୨୨ କ୍ୟାରେଟ୍ ୧୦ ଗ୍ରାମ ପାଇଁ ୪୯,୦୦୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଗଲା। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ପାଇଁ ସୁନା ମୂଲ୍ୟ ୫୪,୩୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୮୨୦ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ହାର ୫୩,୬୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୯,୧୫୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ହାର ୫୩,୬୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୯,୧୫୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୫୩,୬୨୦ ଟଙ୍କା ଥିବାବେଳେ ୨ କ୍ୟାରେଟ୍ ସୁନା ୧୦ ଗ୍ରାମ ୪୯,୧୫୦ ଟଙ୍କା।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୫୩,୬୨୦ ଟଙ୍କା ଥିବାବେଳେ ବୁଧବାର ଦିନ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୧୫୦ ଟଙ୍କା ରହିଛି। ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ୧୦ ଗ୍ରାମ ମୂଲୟ ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ୭୬୦ ଟଙ୍କା ହ୍ରାସ ପାଇଛି।
Published by:Lipina Das
First published: