ଭୁବନେଶ୍ୱର: PNB ଶାଖାରୁ ୩୨ କୋଟି ଟଙ୍କା ଠକେଇ ମାମଲାରେ CBI ପଚରାଉଚରା ଆରମ୍ଭ କଲା

ଗ୍ଲୋବାଲ ଟ୍ରେଡିଂ ସଲ୍ୟୁସନର MD ଅବିନାଶ ମହାନ୍ତି, ପୂର୍ବ ନିର୍ଦ୍ଦେଶକ କୌଶିକ ମହାନ୍ତି ଓ ଅଂଶୁମାନ ସାମନ୍ତରାୟ ଏବଂ ନିର୍ଦ୍ଦେଶକ ବିଧୁଭୁଷଣ ନାୟକଙ୍କ ସମେତ ଆଠ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି CBI।

ଗ୍ଲୋବାଲ ଟ୍ରେଡିଂ ସଲ୍ୟୁସନର MD ଅବିନାଶ ମହାନ୍ତି, ପୂର୍ବ ନିର୍ଦ୍ଦେଶକ କୌଶିକ ମହାନ୍ତି ଓ ଅଂଶୁମାନ ସାମନ୍ତରାୟ ଏବଂ ନିର୍ଦ୍ଦେଶକ ବିଧୁଭୁଷଣ ନାୟକଙ୍କ ସମେତ ଆଠ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି CBI।

ଗ୍ଲୋବାଲ ଟ୍ରେଡିଂ ସଲ୍ୟୁସନର MD ଅବିନାଶ ମହାନ୍ତି, ପୂର୍ବ ନିର୍ଦ୍ଦେଶକ କୌଶିକ ମହାନ୍ତି ଓ ଅଂଶୁମାନ ସାମନ୍ତରାୟ ଏବଂ ନିର୍ଦ୍ଦେଶକ ବିଧୁଭୁଷଣ ନାୟକଙ୍କ ସମେତ ଆଠ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି CBI।

  • Share this:
News18 Odia Digital

ଭୁବନେଶ୍ୱର: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନବି)ରୁ ୩୨ କୋଟି ଟଙ୍କା ଠକେଇ ମାମଲାରେ ସିବିଆଇ (CBI) ଆରମ୍ଭ କରିଛି ପଚରାଉଚରା l ଗୁରୁବାର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର କିଛି ଉଚ୍ଚ ପଦସ୍ଥ ଅଧିକାରୀ ଏବଂ ଗ୍ଳୋବାଲ ଟ୍ରେଡିଂ ସଲ୍ୟୁସନ ପ୍ରାଇଭେଟ ଲିମିଟେଡର ଅଧିକାରୀଙ୍କୁ ଭୁବନେଶ୍ଵର ସିବିଆଇ କାର୍ଯ୍ୟାଳୟରେ ପଚରାଉଚରା କରାଯାଉଛି l ଆବଶ୍ୟକ ପଡ଼ିଲେ କିଛି ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା ରହିଛି l

ଭୁବନେଶ୍ବରରେ ପିଏନବିର ଷ୍ଟେଶନ ସ୍କୋୟାର ଶାଖାରେ ହୋଇଥିଲା ଏହି ବଡ ଧରଣର ଠକେଇ l ବ୍ୟାଙ୍କ କର୍ମଚାରୀଙ୍କୁ ହାତ କରି ଗ୍ଳୋବାଲ ଟ୍ରେଡିଂ ସଲ୍ୟୁସନ କମ୍ପାନୀ ୩୨ କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା l ଠକେଇ  ସମ୍ପର୍କରେ ଷ୍ଟେଶନ ଶାଖାର ମ୍ୟାନେଜର ଗଣପତ ଲାଲ ସିବିଆଇ ପାଖରେ ଅଭିଯୋଗ କରିଥିଲେ l କୋର୍ଟରୁ ସର୍ଚ୍ଚ ୱlରେଣ୍ଟ ମିଳିବା ପରେ ଓଡ଼ିଶା ସମେତ କୋଲକାତା, ବିଶାଖାପାଟଣା, ବରୋଦା ଏବଂ ଜମ୍ମୁରେ ଏକକାଳିନ ରେଡ କରିଥିଲା ସିବିଆଇ l

ତଦନ୍ତ ବେଳେ ୮ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି ସିବିଆଇ l ଗ୍ଲୋବାଲ ଟ୍ରେଡିଂ ସଲ୍ୟୁସନର ଏମ.ଡି. ଅବିନାଶ ମହାନ୍ତି, ପୂର୍ବତନ ନିର୍ଦ୍ଦେଶକ କୌଶିକ ମହାନ୍ତି ଓ ଅଂଶୁମାନ ସାମନ୍ତରାୟ ଓ ନିର୍ଦ୍ଦେଶକ ବିଧୁଭୁଷଣ ନାୟକଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି ସିବିଆଇ l

ପିଏନବି ଠକେଇ ସମୟରେ ଥିବା ମହାପ୍ରବନ୍ଧକ ନାଗମଣି ସତ୍ୟନାରାୟଣ ପ୍ରକାଶ, ଏଜିଏମ ସିଏସ ଶର୍ମା, ମୁଖ୍ୟ ପ୍ରବନ୍ଧକ ମନୋରଞ୍ଜନ ଦାସ ଏବଂ ଅନ୍ୟ ଜଣେ ବରିଷ୍ଠ ଅଧିକାରୀ ପ୍ରିୟତୋଷ ଦାସଙ୍କ ବିରୋଧରେ ସିବିଆଇ ରୁଜୁ କରିଛି ମାମଲା l

୩୨ କୋଟି ଟଙ୍କା କେମିତି ଠକେଇ ହେଲା, ଏଥିରେ କେଉଁମାନଙ୍କର ହାତ ରହିଛି ଓ କେଉଁମାନେ ଠକେଇରେ ସହଯୋଗ କରିଛନ୍ତି ସେ ନେଇ ସିବିଆଇ ଚଳାଇଛି ତଦନ୍ତ l

ଏହା ବି ପଢ଼ନ୍ତୁ: 

ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
Published by:Anand Shankar Thankur Das
First published: