Today Gold Price: ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ୟ

ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୬୧୦ ଟଙ୍କା ରହିଛି।

ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ୟ

ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ୟ

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୬୧୦ ଟଙ୍କା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି । ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୯୧୬ ଟଙ୍କା ରହିଛି । ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ୧୦ ଗ୍ରାମ ୪୬,୭୫୦ ଟଙ୍କା ଅଛି।

କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୪୯,୪୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୫୦ ଟଙ୍କା ଅଛି । ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୫୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୫୧୦ ଟଙ୍କା ଅଛି।

ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୬୧୦ ଟଙ୍କା ରହିଛି।
Published by:Lipina Das
First published:
)}