Gold price Today: ଜାଣନ୍ତୁ ଆଜି ଭୁବନେଶ୍ବର କେତେ ଅଛି ସୁନା ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୫୦,୯୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମର ମୂଲ୍ୟ ୪୬,୭୦୦ ଟଙ୍କା ଅଛି। ମୂଲ୍ୟରେ ପରିବର୍ତ୍ତନ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ୭୨୦ ଟଙ୍କା ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୬୬୦ ଟଙ୍କା ହ୍ରାସ ପାଇଛି।

ଜାଣନ୍ତୁ ଆଜି ଭୁବନେଶ୍ବର କେତେ ଅଛି ସୁନା ମୂଲ୍ୟ

ଜାଣନ୍ତୁ ଆଜି ଭୁବନେଶ୍ବର କେତେ ଅଛି ସୁନା ମୂଲ୍ୟ

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୭୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୪୦ ଟଙ୍କା ଅଛି।

୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାରରେ ୫୫୦ ଟଙ୍କା ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମରେ ୬୬୦ ଟଙ୍କା ଗ୍ରାମ ହ୍ରାସ ପାଇଛି। ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୨୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦୦ ଗ୍ରାମ ମୂଲ୍ୟ ୪୭,୦୦୦ ଟଙ୍କା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଗଲା। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ସୁନା ମୂଲ୍ୟ ୫୨,୩୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ ୪୮,୦୦୪ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ଦାମ ୫୦,୯୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୬,୭୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୯୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୬,୭୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୨୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୬,୭୦୦ ଟଙ୍କା।

ଭୁବନେଶ୍ୱର ପରି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୫୦,୯୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମର ମୂଲ୍ୟ ୪୬,୭୦୦ ଟଙ୍କା ଅଛି। ମୂଲ୍ୟରେ ପରିବର୍ତ୍ତନ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ୭୨୦ ଟଙ୍କା ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୬୬୦ ଟଙ୍କା ହ୍ରାସ ପାଇଛି।
Published by:Lipina Das
First published: