ଆଜି ଭୁବନେଶ୍ବରରେ ୨୪ ଓ ୨୨ କ୍ୟାରେଟ୍ ସୁନାର ମୂଲ୍ୟରେ ୧୩୦ ଟଙ୍କା ହ୍ରାସ୍ ପାଇଛି
News18 Odia Digital
ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୦୯୦ ଟଙ୍କା ରହିଛି ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ପାଇଁ ସୁନା ମୂଲ୍ୟ ୧୧୦ ଟଙ୍କା ବୃଦ୍ଧି ପାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି । ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୬୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୫୪୦ ଟଙ୍କା ଅଛି।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୪୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ୪୭,୧୫୦ ଟଙ୍କା। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୭,୩୦୦ ଟଙ୍କା ଅଛି । ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୯୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ୪୬,୯୮୦ ଟଙ୍କା ଅଛି।
ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୧୩୦ ଟଙ୍କା ହ୍ରାସ ପାଇଛି। ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୦୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୦୦୦ ଟଙ୍କା ଅଛି।
Published by:Lipina Das
First published: