Today Gold Price: ଭୁବନେଶ୍ବରରେ ଶସ୍ତା ହେଲା ସୁନା ଦର; ଜାଣନ୍ତୁ କେତେ ଅଛି ମୂଲ୍ୟ

୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୯୧୬ ଟଙ୍କା ଅଛି ।

 ଭୁବନେଶ୍ବରରେ ଶସ୍ତା ହେଲା ସୁନା ଦର

ଭୁବନେଶ୍ବରରେ ଶସ୍ତା ହେଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୩,୫୯୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୨୫୦ ଟଙ୍କା ହ୍ରାସ ପାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୯୧୬ ଟଙ୍କା ଅଛି ।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୫୦ ଟଙ୍କା ଅଛି । କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୪୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୫୦ ଟଙ୍କା ଅଛି ।

ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୫୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୫୧୦ ଟଙ୍କା ଅଛି ।

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୪୮,୩୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୯୪୦ ଟଙ୍କା ଅଛି।

ଗତ କାଲି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୨୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୯୫୦ ଟଙ୍କା ଥିଲା।
Published by:Lipina Das
First published:
)}