ଆଜି ଭୁବନେଶ୍ୱରରେ ୨୪ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ହ୍ରାସ ପାଇଛି; ଜାଣନ୍ତୁ କେତେ ଅଛି ଦର

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟରେ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧୦୦ ଟଙ୍କା ହ୍ରାସ ପାଇଛି। ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ)ର ମୂଲ୍ୟ ୪୯,୪୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ର ମୂଲ୍ୟ ୪୫,୩୫୦ ଟଙ୍କା ଅଛି ।

ଆଜି ଭୁବନେଶ୍ୱରରେ ୨୪ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ହ୍ରାସ ପାଇଛି

ଆଜି ଭୁବନେଶ୍ୱରରେ ୨୪ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ହ୍ରାସ ପାଇଛି

  • Share this:
News18 Odia Digital

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ଯଥାକ୍ରମେ ୧୫୦ ଓ ୧୪୦ ଟଙ୍କା ବୃଦ୍ଧି ପାଇଛି । ଡିସେମ୍ବର ୨୯ ସୁଦ୍ଧା ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୪୮,୩୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ମୂଲ୍ୟ ୪୪,୨୬୦ ଟଙ୍କା ଅଛି ।

ଗତକାଲି, ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମର ମୂଲ୍ୟ ୪୮,୧୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମର ମୂଲ୍ୟ ୪୪,୧୨୦ ଟଙ୍କା ଥିଲା ।

ଚେନ୍ନାଇରେ ୨୪ କ୍ୟାରେଟ୍ (୧୦ ଗ୍ରାମ) ପିଛା ସୁନା ମୂଲ୍ୟ ୪୯,୭୪୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ (୧୦ ଗ୍ରାମ) ୪୫,୫୯୯ ଟଙ୍କା । ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ (୧୦ ଗ୍ରାମ) ପାଇଁ ସୁନା ହାର ୫୧,୮୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ (୧୦ ଗ୍ରାମ) ୪୭,୫୦୦ ଟଙ୍କା ଅଛି ।

କୋଲକାତାରେ ୨୪ କ୍ୟାରେଟ୍ (୧୦ ଗ୍ରାମ) ପିଛା ସୁନା ହାର ୫୦,୧୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ (୧୦ ଗ୍ରାମ) ୪୭,୪୦୦ ଟଙ୍କା ଅଛି । ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ)ର ମୂଲ୍ୟ ୪୮,୨୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୭,୨୨୦ ଟଙ୍କା ।

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟରେ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧୦୦ ଟଙ୍କା ହ୍ରାସ ପାଇଛି। ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ)ର ମୂଲ୍ୟ ୪୯,୪୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ର ମୂଲ୍ୟ ୪୫,୩୫୦ ଟଙ୍କା ଅଛି ।

ଗତକାଲି ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୯,୫୬୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୫,୪୫୦ ଟଙ୍କା ରହିଛି ।
Published by:Lipina Das
First published:
)}