Today Gold Price: ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ୟ

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୩୭୦ ଟଙ୍କା ହ୍ରାସ ପାଇଛି। ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୩୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୯୦୦ ଟଙ୍କା ଅଛି ।

ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ୟ

ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ୟ

  • Share this:
News18 Odia Digital

ଭୁବନେଶ୍ବର: ବୁଧବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୩,୯୪୦ ଟଙ୍କା ଅଛି । ଗତ କାଲି ମୂଲ୍ୟ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୩୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୨୭୦ ଟଙ୍କା ଥିଲା ।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ଏକ ଅସ୍ଥିରତା ଦେଖାଯାଇଛି । ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୫୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୩୯୩ ଟଙ୍କା ଥିଲା । ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ହାର ୫୧,୩୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୭,୦୫୦ ଟଙ୍କା ଥିଲା ।

କୋଲକାତାର ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୪୯,୮୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୧୦୦ ଟଙ୍କା ଅଛି । ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୪୯,୨୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧୦ ଗ୍ରାମ ୪୭,୨୬୦ ଟଙ୍କା ଅଛି ।

ସେହିପରି ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୩୭୦ ଟଙ୍କା ହ୍ରାସ ପାଇଛି। ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୩୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୯୦୦ ଟଙ୍କା ଅଛି ।
Published by:Lipina Das
First published:
)}