Gold Price Today: କମିଲା ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୧୭୫୦ ଟଙ୍କା ହ୍ରାସ ପାଇଛି।

ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ୟ

ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ୟ

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୫୨,୮୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୪୪୦ ଟଙ୍କା ଅଛି। ୨୪ ଓ ୨୨ କ୍ୟାରେଟ୍ ସୁନା ହାର ୧୦ ଗ୍ରାମ ପିଛା ୨୬୦ ଟଙ୍କା ହ୍ରାସ ପାଇଛି। ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୧୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୬୮୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୪,୪୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୮୬୬ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଅଛି। ସେହିପରି କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଅଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୧୭୫୦ ଟଙ୍କା ହ୍ରାସ ପାଇଛି।

ଗତକାଲି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୪,୩୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୮୦୦ ଟଙ୍କା ଥିଲା।
Published by:Lipina Das
First published: