Gold Price Today: କମିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୭୮୦ ଟଙ୍କା ଥିବାବେଳେ ବୁଧବାର ଦିନ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୩୦୦ ଟଙ୍କା ରହିଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟରେ ୫୦୦ ଟଙ୍କାରୁ ଅଧିକ ହ୍ରାସ ପାଇଛି।

କମିଲା ସୁନା ଦର

କମିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୩୦ ଟଙ୍କା ଅଛି।

ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ହାରରେ ପ୍ରାୟ ୨୦୦ ଟଙ୍କା ହ୍ରାସ ପାଇଛି। ଗତକାଲି ଏହାର ମୂଲ୍ୟ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୭୫୦ ଟଙ୍କା ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୩୨୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଗଲା। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୪,୧୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୬୫୫ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୩,୭୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୩୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୩,୭୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୩୦୦ ଟଙ୍କା ଅଛି।

ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୭୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୩୦୦ ଟଙ୍କା ଅଛି

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୭୮୦ ଟଙ୍କା ଥିବାବେଳେ ବୁଧବାର ଦିନ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୩୦୦ ଟଙ୍କା ରହିଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟରେ ୫୦୦ ଟଙ୍କାରୁ ଅଧିକ ହ୍ରାସ ପାଇଛି।
Published by:Lipina Das
First published: