Gold Price Today: ସୁନା ମୂଲ୍ୟରେ ଆଜି ୧୪୦ ଟଙ୍କା ହ୍ରାସ ପାଇଛି; ଜାଣନ୍ତୁ ଆଜିର ମୂଲ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୬୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୦୯ ଟଙ୍କା।

ସୁନା ମୂଲ୍ୟରେ ଆଜି ୧୪୦ ଟଙ୍କା ହ୍ରାସ ପାଇଛି

ସୁନା ମୂଲ୍ୟରେ ଆଜି ୧୪୦ ଟଙ୍କା ହ୍ରାସ ପାଇଛି

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୯୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୭୭୦ ଟଙ୍କା ରହିଛି। ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଗ୍ରାମ ସୁନା ମୂଲ୍ୟରେ ୧୪୦ ଟଙ୍କା ହ୍ରାସ ପାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୬୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୦୯ ଟଙ୍କା।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୫୧୦ ଟଙ୍କା ଥିବାବେଳେ 22 କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୫୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୫୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୦୦ ଟଙ୍କା ଅଛି।

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ ଓ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟରେ ୫୪୦ ଟଙ୍କା ବୃଦ୍ଧି ପାଇଛି। ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୫୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୦୦ ଟଙ୍କା ଅଛି।
Published by:Lipina Das
First published: