News18 Odia Digital
ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୪୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୧୬୦ ଟଙ୍କା ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନା ହାରରେ ୧୬୦ ଟଙ୍କା ହ୍ରାସ ପାଇଛି। ଗତକାଲି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୬୪୦ ଟଙ୍କା। ଅନ୍ୟପକ୍ଷରେ, ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୦୦ ଟଙ୍କା ଥିଲା।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୦୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୬୨୯ ଟଙ୍କା ରହିଛି।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୧୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା ଅଛି।
କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୧୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା ଅଛି।
ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୧୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା ଅଛି।
ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୧୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା ଅଛି। ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ମୂଲ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୦ ଟଙ୍କା ହ୍ରାସ ପାଇଛି।
Published by:Lipina Das
First published: