Gold Price Today: ଶସ୍ତା ହେଲା ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ଅଛି ମୂଲ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୪୦ ଟଙ୍କା ହ୍ରାସ ପାଇଛି।

ଶସ୍ତା ହେଲା ସୁନା ଦର

ଶସ୍ତା ହେଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୬୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୧୦ ଟଙ୍କା ରହିଛି। ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୧୮୭୦ ଟଙ୍କା ହ୍ରାସ ପାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପ୍ରମୁଖ ପରିବର୍ତ୍ତନ ଘଟିଛି। ଚେନ୍ନାଇରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୨୦ ଟଙ୍କା ଥିବାବେଳେ 22 କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୪୩ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ସୁନା ହାର ୫୧,୧୧୦ ଟଙ୍କା ଥିବାବେଳେ 22 କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୨୬୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ହାର ୫୧,୧୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୮୫୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୧୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୮୫୦ ଟଙ୍କା ଅଛି।

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୪୦ ଟଙ୍କା ହ୍ରାସ ପାଇଛି।

୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୧୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୮୫୦ ଟଙ୍କା ଅଛି। ଗତକାଲି ଓଡ଼ିଶାରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ମୂଲ୍ୟ ୫୧,୫୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୨୫୦ ଟଙ୍କା ଥିଲା।
Published by:Lipina Das
First published: