Gold Price Today: ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ୫୨,୪୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୦୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୩୪୦ ଟଙ୍କା ହ୍ରାସ ପାଇଛି।

ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ୟ

ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ୟ

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୪୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୦୬୦ ଟଙ୍କା ରହିଛି। ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମରେ ୪୨୦ ଟଙ୍କା ହ୍ରାସ ପାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୬୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୨୦୬ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୪୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୦୦ ଟଙ୍କା ଅଛି।
ସେହିପରି କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୪୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୪୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୦୦ ଟଙ୍କା।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ୫୨,୪୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୦୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୩୪୦ ଟଙ୍କା ହ୍ରାସ ପାଇଛି।
Published by:Lipina Das
First published: