Gold Price Today: ଶସ୍ତା ହେଲା ସୁନା ଦର; ଜାଣନ୍ତୁ ଆଜି କେତେ ଅଛି ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ସମାନ ରହିଛି।

ଶସ୍ତା ହେଲା ସୁନା ଦର

ଶସ୍ତା ହେଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୪୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୦୬୦ ଟଙ୍କା ରହିଛି। ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାରରେ ୪୨୦ ଟଙ୍କା ହ୍ରାସ ପାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଗଲା। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୪,୨୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୭୧ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୫୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୮,୨୦୦ ଟଙ୍କା ଅଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ସମାନ ରହିଛି।
Published by:Lipina Das
First published: