Gold Price Today: ଆଜି କେତେ ଅଛି ସୁନା ମୂଲ୍ୟ; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଦର

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଅଛି।

କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ସୁନା ଦର

କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୮୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୪୪୦ ଟଙ୍କା ଅଛି। ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ହାର ୧୦ ଗ୍ରାମ ପିଛା ୪୨୦ ହ୍ରାସ ପାଇଛି।

ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୮୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୪୪୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୪,୨୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୭୦୧ ଟଙ୍କା ରହିଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨, ୫୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ରହିଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଥିଲା।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଅଛି। ଗତ କାଲି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୪୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୦୬୦ ଟଙ୍କା ଥିଲା।
Published by:Lipina Das
First published: