Gold Price Today: ପୁଣି କମିଲା ସୁନା ଦର: କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ମୂଲ୍ୟ

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନାର ମୂଲ୍ୟରେ ୪୬୦ ଟଙ୍କା ଓ ୨୨ କ୍ୟାରେଟର ସୁନାରେ ୪୦୦ ଟଙ୍କା ହ୍ରାସ ପାଇଛି।

ପୁଣି କମିଲା ସୁନା ଦର

ପୁଣି କମିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୯୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୮୦୦ ଟଙ୍କା ରହିଛି।

ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୪୩୦ ଟଙ୍କା ଓ ୧୦ ଗ୍ରାମ ୨୨ କ୍ୟାରେଟ୍ ସୁନାର ମୂଲ୍ୟରେ ୪୦୦ ଟଙ୍କା ହ୍ରାସ ପାଇଛି। ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୪୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୨୦୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୩୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୧୦୦ ଟଙ୍କା ଅଛି।

ସେହିପରି ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୪୯,୯୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୮୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୯୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୮୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୯୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୮୦୦ ଟଙ୍କା ଅଛି।

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନାର ମୂଲ୍ୟରେ ୪୬୦ ଟଙ୍କା ଓ ୨୨ କ୍ୟାରେଟର ସୁନାରେ ୪୦୦ ଟଙ୍କା ହ୍ରାସ ପାଇଛି।

୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୪୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ୪୬,୨୦୦ ଟଙ୍କା ଅଛି। ଗତକାଲି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୯୭୦ ଟଙ୍କା ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୮୦୦ ଟଙ୍କା ଥିଲା।
Published by:Lipina Das
First published: