Gold Price Today: ସୁନା କିଣିବା ପୂର୍ବରୁ ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୧୦୦ ଟଙ୍କା ବୃଦ୍ଧି ପାଇଛି। ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୧୦୦ ଟଙ୍କା।

ସୁନା କିଣିବା ପୂର୍ବରୁ ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ସୁନା କିଣିବା ପୂର୍ବରୁ ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

  • Share this:
ews18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୧୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୨୦୦ ଟଙ୍କା ଅଛି।

ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ କ୍ୟାରେଟ୍ ୧୦ ଗ୍ରାମ ସୁନା ମୂଲ୍ୟରେ ୪୫୦ ଟଙ୍କା ହ୍ରାସ ପାଇଛି। ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୬୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୫୦୦ ଟଙ୍କା ରହିଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଯାଇଥିଲା। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୪୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୩୦୦ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୧୦୦ ଟଙ୍କା ଅଛି । କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୪୯,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୧୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ୪୫,୧୦୦ ଟଙ୍କା ଅଛି।

ଗତ ୨୪ ଘଣ୍ଟା ମଧ୍ୟରେ ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୧୦୦ ଟଙ୍କା ବୃଦ୍ଧି ପାଇଛି। ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୧୦୦ ଟଙ୍କା।
Published by:Lipina Das
First published: