News18 Odia Digital
ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୬୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୦୯୦ ଟଙ୍କା ରହିଛି। ୨୪ କ୍ୟାରେଟ୍ ପାଇଁ ସୁନା ହାର ୧୦୯୦/୧୦ ଗ୍ରାମ ଓ ୨୨ କ୍ୟାରେଟ୍ ପାଇଁ ୧୦୦୦/୧୦ ଗ୍ରାମ ବୃଦ୍ଧି ପାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ସୁନା ମୂଲ୍ୟ ୫୫,୬୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୫୧,୦୧୨ ଟଙ୍କା ଅଛି।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୩,୮୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୯,୪୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୩,୮୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୪୦୦ ଟଙ୍କା ଅଛି।
ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୮୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୪୦୦ ଟଙ୍କା ଅଛି।
ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୮୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୪୦୦ ଟଙ୍କା ରହିଛି। ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୧୦୯୦ ଟଙ୍କା ବୃଦ୍ଧି ପାଇଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ କ୍ୟାରେଟ୍ ସୁନାରେ ୧୦ ଗ୍ରାମ ପିଛା ୧୦୦ ଟଙ୍କା ବୃଦ୍ଧି ପାଇଛି।
Published by:Lipina Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।