Gold Price Today: ବଢ଼ିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୪୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୦୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୪୯୦ ଟଙ୍କା ବୃଦ୍ଧି ପାଇଛି।

ବଢ଼ିଲା ସୁନା ଦର

ବଢ଼ିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୬୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୦୦ ଟଙ୍କା ହୋଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ସୁନାର ୧୦ ଗ୍ରାମ ହାରରେ ୧୬୦ ଟଙ୍କା ବୃଦ୍ଧି ପାଇଛି। ଗତକାଲି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୪୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୧୬୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୪୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୯୮୬ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୪୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୮,୧୦୦ ଟଙ୍କା ହୋଇଛି।

ସେହିପରି କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୪୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୦୦ ଟଙ୍କା ହୋଇଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୪୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୦୦ ଟଙ୍କା ଅଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୪୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୦୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୪୯୦ ଟଙ୍କା ବୃଦ୍ଧି ପାଇଛି।
Published by:Lipina Das
First published: