ସୁନା କିଣିବା ପୂର୍ବରୁ ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ
News18 Odia Digital
ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୭୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୬୯୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ଦର ୧୮୦ ଟଙ୍କା ବୃଦ୍ଧି ପାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୪୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୨୭୭ ଟଙ୍କା ଅଛି।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୯୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୭,୬୫୦ ଟଙ୍କା ଅଛି। କୋଲକାତାର ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୫୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୭,୮୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୬୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୫୦ ଟଙ୍କା ଅଛି।
ଗତ ୨୪ ଘଣ୍ଟା ମଧ୍ୟରେ ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟରେ ୧୦ ଟଙ୍କା ହ୍ରାସ ପାଇଛି। ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୪୯,୯୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୬୫୦ ଟଙ୍କା ଅଛି।
Published by:Lipina Das
First published: