Gold Price Today; ବଢ଼ିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୬୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୦୦ ଟଙ୍କା ଅଛି।

ବଢ଼ିଲା ସୁନା ଦର

ବଢ଼ିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୬୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୦୦ ଟଙ୍କା। ୨୪ କ୍ୟାରେଟ୍ ଓ 22 କ୍ୟାରେଟ୍ ସୁନା ହାର ୧୦ ଗ୍ରାମ ପିଛା ୨୪୦ ଗ୍ରାମ ବୃଦ୍ଧି ପାଇଛି। ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୪୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୦୮୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୩୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୯୨୨ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୬୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୦୦ ଟଙ୍କା। ସେହିପରି କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୬୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୬୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୦୦ ଟଙ୍କା ଅଛି।

ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୬୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୦୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୪୪୦ ଟଙ୍କା ହ୍ରାସ ଘଟିଛି। ଗତକାଲି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୦୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୭୦୦ ଟଙ୍କା ଥିଲା।
Published by:Lipina Das
First published: