Gold Price Today: ଆଜି ଭୁବନେଶ୍ବରରେ ବଢ଼ିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ମୂଲ୍ୟ

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ସୁନା ଦର ବୃଦ୍ଧି ପାଇଛି। ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୪୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୨୫୦ ଟଙ୍କା ଅଛି।

ଆଜି ଭୁବନେଶ୍ବରରେ ବଢ଼ିଲା ସୁନା ଦର

ଆଜି ଭୁବନେଶ୍ବରରେ ବଢ଼ିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୧୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୪୫,୯୨୦ ଟଙ୍କା ଅଛି। ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୪୦ ଟଙ୍କା ବୃଦ୍ଧି ପାଇଛି।

ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୦୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୮୮୦ ଟଙ୍କା ଥିଲା।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୪୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୨୫୦ ଟଙ୍କା।

ଚେନ୍ନାଇରେ 24 କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୯୨୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୫୯୭ ଟଙ୍କା ଅଛି। ସେହିପରି କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୪୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୨୫୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୪୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୨୫୦ ଟଙ୍କା ଅଛି।

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ସୁନା ଦର ବୃଦ୍ଧି ପାଇଛି। ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୪୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୨୫୦ ଟଙ୍କା ଅଛି।
Published by:Lipina Das
First published: