Today Gold Price: ଆଜି ବଢ଼ିଲା ୨୪ ଓ ୨୨ କ୍ୟାରେଟ୍ ସୁନାର ମୂଲ୍ୟ; ଜାଣନ୍ତୁ କେତେ ଅଛି

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୯୦ ଟଙ୍କା ବୃଦ୍ଧି ପାଇଛି। ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୯୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୫୫୦ ଟଙ୍କା ଅଛି ।

ଆଜି ବଢ଼ିଲା ୨୪ ଓ ୨୨ କ୍ୟାରେଟ୍ ସୁନାର ମୂଲ୍ୟ

ଆଜି ବଢ଼ିଲା ୨୪ ଓ ୨୨ କ୍ୟାରେଟ୍ ସୁନାର ମୂଲ୍ୟ

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୭୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୬୧୦ ଟଙ୍କା ଅଛି। ଗତ କାଲିର ସୁନା ମୂଲ୍ୟ ୪୮,୨୫୦ ଟଙ୍କା ରେକର୍ଡ ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୪୪,୨୦୦ ଟଙ୍କା ରହିଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ୪୫୦ ଟଙ୍କା ପରିବର୍ତ୍ତନ ରେକର୍ଡ କରାଯାଇଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୩୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୧୧୭ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୦୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୭୦୦ ଟଙ୍କା ଅଛି । କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୫୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୫୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୫୯୦ ଟଙ୍କା।

ସେହିପରି ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୯୦ ଟଙ୍କା ବୃଦ୍ଧି ପାଇଛି। ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୯୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୫୫୦ ଟଙ୍କା ଅଛି ।
Published by:Lipina Das
First published: