Gold Price Today: ବଢ଼ିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୦୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୭୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟରେ ୪୪୦ ଟଙ୍କା ବୃଦ୍ଧି ପାଇଛି।

ବଢ଼ିଲା ସୁନା ଦର

ବଢ଼ିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୭୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୪୩୦ ଟଙ୍କା ରହିଛି। ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ପାଇଁ ସୁନା ହାର ୧୪୦ ଟଙ୍କା ୧୦ ଗ୍ରାମ ପିଛା ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୪୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୮,୯୫୦ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ସୁନା ହାର ୫୨,୦୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ ୪୭,୭୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ପାଇଁ ସୁନା ହାର ୫୨,୦୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୭,୭୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୦୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୭୦୦ ଟଙ୍କା ଅଛି।

ସେହିପରି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୦୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୭୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟରେ ୪୪୦ ଟଙ୍କା ବୃଦ୍ଧି ପାଇଛି।
Published by:Lipina Das
First published: