Gold Price Today: ଆଜି ସ୍ଥିର ରହିଛି ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୧୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା ରହିଛି। ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ଗତ ୨୪ ଘଣ୍ଟା ମଧ୍ୟରେ ସମାନ ରହିଛି।

ଆଜି ସ୍ଥିର ରହିଛି ସୁନା ଦର

ଆଜି ସ୍ଥିର ରହିଛି ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୧୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନା ହାର ସ୍ଥିର ରହିଛି। ଗତକାଲି ସୁନା ମୂଲ୍ୟ ଆଜି ସମାନ ମୂଲ୍ୟରେ ରେକର୍ଡ କରାଯାଇଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୮୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୪୨୦ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୧୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା ରହିଛି।
ସେହିପରି କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୧୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୧୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା ଅଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୧୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା ରହିଛି। ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ଗତ ୨୪ ଘଣ୍ଟା ମଧ୍ୟରେ ସମାନ ରହିଛି।
Published by:Lipina Das
First published: