Gold Price Today: ଆଜି ସ୍ଥିର ଅଛି ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୦୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୬୦୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ସମାନ ରହିଛି।

ଆଜି ସ୍ଥିର ଅଛି ସୁନା ଦର

ଆଜି ସ୍ଥିର ଅଛି ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୦୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୬୦୦ ଟଙ୍କା ଅଛି।

ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନା ହାର ସ୍ଥିର ରହିଛି। ଗତକାଲି ଭାରତରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ସମାନ ରେକର୍ଡ କରାଯାଇଥିଲା।

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ଚେନ୍ନାଇରେ ୨୪ କ୍ୟାରେଟ୍ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୯୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ୧୦ ଗ୍ରାମ ୪୯,୪୬୦ ଟଙ୍କା।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୩,୦୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୬୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପାଇଁ ସୁନା ହାର ୫୩,୦୨୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୬୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୦୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୬୦୦ ଟଙ୍କା ଅଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୦୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୬୦୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ସମାନ ରହିଛି।
Published by:Lipina Das
First published: