Today Gold Price: ଆଜି ୨୪ ଓ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧୫୦ ଟଙ୍କା ବଢ଼ିଛି

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ସମାନ ରହିଛି । ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ୪୯,୩୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୯୦୦ ଟଙ୍କା ଅଛି ।

ଆଜି ୨୪ ଓ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧୫୦ ଟଙ୍କା ବଢ଼ିଛି

ଆଜି ୨୪ ଓ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧୫୦ ଟଙ୍କା ବଢ଼ିଛି

  • Share this:
News18 Odia Digital

ଭୁବନେଶ୍ବର: ଆଜି ତଥା ଗୁରୁବା ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୧୦୦ ଟଙ୍କା ଅଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟରେ ୧୦ ଗ୍ରାମ ପିଛା ୨୪ ଓ ୨୨ କ୍ୟାରେଟ୍ ସୁନାରେ ୧୮୦ ଟଙ୍କା ବୃଦ୍ଧି ଘଟିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି । ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୬୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୫୩୦ ଟଙ୍କା । ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ହାର ୫୧,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୦୦ ଟଙ୍କା ଅଛି।

କୋଲକାତାର ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ହାର ୪୯,୯୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୨୫୦ ଟଙ୍କା । ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୦୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୦୮୦ ଟଙ୍କା ଅଛି ।

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ସମାନ ରହିଛି । ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ୪୯,୩୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୯୦୦ ଟଙ୍କା ଅଛି ।
Published by:Lipina Das
First published: