Today Gold price: ନୂଆ ବର୍ଷରେ ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ୟ

ଶୁକ୍ରବାର ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ) ର ମୂଲ୍ୟ ୪୭,୮୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୩,୭୮୦ ଟଙ୍କା ।

ନୂଆ ବର୍ଷରେ ଜାଣନ୍ତୁ ଆପଣଙ୍କ ସହରେ କେତେ ଅଛି ସୁନା ମୂଲ୍ୟ

ନୂଆ ବର୍ଷରେ ଜାଣନ୍ତୁ ଆପଣଙ୍କ ସହରେ କେତେ ଅଛି ସୁନା ମୂଲ୍ୟ

  • Share this:
News18 Odia Digital

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨୪ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୨୮୦ ଟଙ୍କା ହ୍ରାସ ପାଇଛି । ଜାନୁୟାରୀ ୧ ସୁଦ୍ଧା ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୦୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୦୪୦ ଟଙ୍କା ଅଛି ।

ଗତ କାଲି ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ) ର ମୂଲ୍ୟ ୪୭,୮୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୩,୭୮୦ ଟଙ୍କା ।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି । ଚେନ୍ନାଇରେ ୨୪ କ୍ୟାରେଟ୍ (୧୦ ଗ୍ରାମ) ର ସୁନା ମୂଲ୍ୟ ୪୯,୬୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ (୧୦ ଗ୍ରାମ) ୪୫,୪୬୬ ଟଙ୍କା । ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ (୧୦ ଗ୍ରାମ) ର ସୁନା ହାର ୫୧,୫୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ (୧୦ ଗ୍ରାମ) ୪୭,୨୫୦ ଟଙ୍କା । କୋଲକାତାର ୨୪ କ୍ୟାରେଟ୍ (୧୦ ଗ୍ରାମ) ପାଇଁ ସୁନା ହାର ୪୯,୮୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ (୧୦ ଗ୍ରାମ) ୪୭,୧୫୦ ଟଙ୍କା । ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ) ମୂଲ୍ୟ ୪୯,୦୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୭,୦୧୦ ଟଙ୍କା ରହିଛି।

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ ଓ ୨୨ କ୍ୟାରେଟରେ ସୁନା ମୂଲ୍ୟ ୧୫୦ ଟଙ୍କା ୧୦ ଗ୍ରାମରେ ହ୍ରାସ ପାଇଛି। ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମର ମୂଲ୍ୟ ୪୯,୩୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମର ମୂଲ୍ୟ ୪୫,୨୪୦ ଟଙ୍କା ଅଛି ।

ଗତ କାଲି ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୪୯,୧୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ ୪୫,୦୫୦ ଟଙ୍କା ରହିଛି ।
Published by:Lipina Das
First published:
)}