Today Gold Price: ବଢ଼ିଲା ୨୪ ଓ ୨୨ କ୍ୟାରେଟ୍ ସୁନାର ଦର; ଜାଣନ୍ତୁ କେତେ ଅଛି ମୂଲ୍ୟ

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ଓ ୨୨ କ୍ୟାରେଟ୍ ୧୦ ଗ୍ରାମର ମୂଲ୍ୟ ୨୧୦ ଟଙ୍କା ବୃଦ୍ଧି ପାଇଛି।

ବଢ଼ିଲା ୨୪ ଓ ୨୨ କ୍ୟାରେଟ୍ ସୁନାର ଦର

ବଢ଼ିଲା ୨୪ ଓ ୨୨ କ୍ୟାରେଟ୍ ସୁନାର ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ସୁନା ମୂଲ୍ୟ ୪୮,୦୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୦୦୦ ଟଙ୍କା ଅଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ପାଇଁ ସୁନା ଦର ୯୦ ଟଙ୍କା ବୃଦ୍ଧି ପାଇଛି।

ଗତ କାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୯୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୪୩,୯୨୦ ଟଙ୍କା ଅଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଗଲା । ଚେନ୍ନାଇରେ ୨୪ କ୍ୟାରେଟର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୫,୪୪୮ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୨୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ୪୬,୯୬୦ ଟଙ୍କା ଅଛି । କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୭,୨୧୦ ଟଙ୍କା ଅଛି । ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୧୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୭,୧୦୦ ଟଙ୍କା ରହିଛି।

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ଓ ୨୨ କ୍ୟାରେଟ୍ ୧୦ ଗ୍ରାମର ମୂଲ୍ୟ ୨୧୦ ଟଙ୍କା ବୃଦ୍ଧି ପାଇଛି।

୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୨୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୫,୦୦୦ ଟଙ୍କା। ଜାନୁଆରୀ ୧୨ରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୯,୦୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୮୦୦ ଟଙ୍କା ଅଛି ।
Published by:Lipina Das
First published:
)}