Today Gold Price: ବଢ଼ିଲା ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି । ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୪୯,୬୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ ୪୫,୪୬୦ ଟଙ୍କା ଅଛି ।

ବଢ଼ିଲା ସୁନା ଦର

ବଢ଼ିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଜାନୁୟାରୀ ୩ ସୁଦ୍ଧା, ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୦୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୦୪୦ ଟଙ୍କା ଅଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଛି । ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୬୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୪୬୬ ଟଙ୍କା ଅଛି । ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ୧୦ ଗ୍ରାମର ସୁନା ହାର ୫୧,୫୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୪୭,୨୫୦ ଟଙ୍କା ।

କୋଲକାତାର ୨୪ କ୍ୟାରେଟ୍ ୧୦ ଗ୍ରାମ ପିଛା ପାଇଁ ସୁନା ହାର ୪୯,୮୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ୧୦ ଗ୍ରାମ ୪୭,୧୫୦ ଟଙ୍କା । ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ମୂଲ୍ୟ ୪୯,୦୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ ୪୭,୦୧୦ ଟଙ୍କା ରହିଛି।

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି । ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୪୯,୬୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ ୪୫,୪୬୦ ଟଙ୍କା ଅଛି ।
Published by:Lipina Das
First published:
)}