Today Gold Price: ବଢ଼ିଲା ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ବହୁଗୁଣିତ ହୋଇଛି । ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୯୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୭୦୦ ଟଙ୍କା ଅଛି ।

ବଢ଼ିଲା ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ବଢ଼ିଲା ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

  • Share this:
News18 Odia Digital

ଭୁବନେଶ୍ବର: ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନାର ଦର ୭୦ ଟଙ୍କା ବୃଦ୍ଧି ପାଇଛି । ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୭୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୩,୭୦୦ ଟଙ୍କା ଅଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି । ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୧୦୦ ଟଙ୍କା ଅଛି । ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୯୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୬୫୦ ଟଙ୍କା ଅଛି।

କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୫୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୮୫୦ ଟଙ୍କା ଅଛି । ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୫୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୫୯୦ ଟଙ୍କା ଅଛି।

ସେହିପରି ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ବହୁଗୁଣିତ ହୋଇଛି । ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୯୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୭୦୦ ଟଙ୍କା ଅଛି ।
Published by:Lipina Das
First published:
)}