Gold Price Today: ପୁଣି ବଢ଼ିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୪,୦୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୫୫୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ପାଇଁ ୨୨୦ ଟଙ୍କା ଓ 22 କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ପାଇଁ ୨୦୦ ଟଙ୍କା ବୃଦ୍ଧି ପାଇଛି।

ପୁଣି ବଢ଼ିଲା ସୁନା ଦର

ପୁଣି ବଢ଼ିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୪,୦୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୫୫୦ ଟଙ୍କା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନା ହାରରେ ୨୦୦ ଟଙ୍କା ବୃଦ୍ଧି ପାଇଛି। ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୮୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୩୫୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୪,୬୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୦୫୦ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୪,୦୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୫୫୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୪,୦୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୫୫୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୪,୦୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୫୫୦ ଟଙ୍କା ଅଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୪,୦୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୫୫୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ପାଇଁ ୨୨୦ ଟଙ୍କା ଓ 22 କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ପାଇଁ ୨୦୦ ଟଙ୍କା ବୃଦ୍ଧି ପାଇଛି।
Published by:Lipina Das
First published: