Gold Price Today: ୩୨୦ ଟଙ୍କା ବୃଦ୍ଧି ହେଲା ୨୪କ୍ୟାରେଟ ସୁନା ମୂଲ୍ୟ; ଜାଣନ୍ତୁ ଆଜିର ଦର

ଆଜି ଭାରତରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୩୨୦ ଟଙ୍କା ବୃଦ୍ଧି ପାଇଛି। ଡିସେମ୍ବର ୧୭ ସୁଦ୍ଧା ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ)ର ସୁନା ମୂଲ୍ୟ ୪୮,୩୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୪,୩୨୦ ଟଙ୍କା ।

ଆଜିର ସୁନା ଦର ବାବଦରେ ଜାଣନ୍ତୁ (ପ୍ରତୀକାତ୍ମକ ଛବି)

ଆଜିର ସୁନା ଦର ବାବଦରେ ଜାଣନ୍ତୁ (ପ୍ରତୀକାତ୍ମକ ଛବି)

  • Share this:
News18 Odia Digital

ଭୁବନେଶ୍ୱର: ଆଜି ଭାରତରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୩୨୦ ଟଙ୍କା ବୃଦ୍ଧି ପାଇଛି। ଡିସେମ୍ବର ୧୭ ସୁଦ୍ଧା ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ)ର ସୁନା ମୂଲ୍ୟ ୪୮,୩୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୪,୩୨୦ ଟଙ୍କା  ।

ଗତକାଲି ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ) ର ସୁନା ମୂଲ୍ୟ ୪୮,୦୬୦ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ର ମୂଲ୍ୟ ୪୪,୦୩୦ ଟଙ୍କା ଥିଲା।

ଆଜି ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ଏକ ଅସ୍ଥିରତା ଦେଖାଦେଇଛି। ଚେନ୍ନାଇରେ ୨୪ କ୍ୟାରେଟ୍ (୧୦ଗ୍ରାମ) ର ସୁନା ମୂଲ୍ୟ ୪୯,୯୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ (୧୦ ଗ୍ରାମ) ୪୫,୭୫୦ ଟଙ୍କା। ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ (୧୦ ଗ୍ରାମ) ର ସୁନା ହାର ୫୧,୪୨୦ଟଙ୍କା ଥିବାବେଳେ 2)୨୨ କ୍ୟାରେଟ୍ (୧୦ଗ୍ରାମ) ୪୭,୧୪୦ ଟଙ୍କା ରହିଛି। କୋଲକାତାରେ ୨୪ କ୍ୟାରେଟ୍ (୧୦ଗ୍ରାମ) ପାଇଁ ସୁନା ହାର ୫୦,୧୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ (୧୦ ଗ୍ରାମ) ୪୭,୪୦୦ ଟଙ୍କା।  ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ) ର ମୂଲ୍ୟ ୪୮,୩୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୭,୩୫୦ ଟଙ୍କା।

ଆଜି ଓଡିଶାର ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟ ୨୪ କ୍ୟାରେଟ୍ ଏବଂ ୨୨ କ୍ୟାରେଟ୍ ୨୯୦ ଟଙ୍କା ହ୍ରାସ ପାଇଛି। ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୯,୫୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୫,୩୦୦ ଟଙ୍କା ରହିଛି।

ଗତକାଲି ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୯,୨୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୫,୦୬୦ ଟଙ୍କା ରହିଛି।
Published by:Soumya Das
First published:
)}