Today Gold Price: ସୁନା କିଣିବା ପୂର୍ବରୁ ଜାଣନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୯୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୭,୫୮୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୪୬୦ ଟଙ୍କା ବୃଦ୍ଧି ପାଇଛି।

ସୁନା କିଣିବା ପୂର୍ବରୁ ଜାଣନ୍ତୁ ଆଜିର ମୂଲ୍ୟ

ସୁନା କିଣିବା ପୂର୍ବରୁ ଜାଣନ୍ତୁ ଆଜିର ମୂଲ୍ୟ

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟରେ ୩୪୦ ଟଙ୍କା ହ୍ରାସ ପାଇଛି। ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୬୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୬୦ ଟଙ୍କା ରହିଛି।

ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୯୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ୪୬,୬୭୦ ଟଙ୍କା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ଅସ୍ଥିରତା ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ରହିଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୯୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ୧୦ ଗ୍ରାମ ମୂଲ୍ୟ ୪୭,୫୮୦ ଟଙ୍କା ରହିଛି। କୋଲକାତାର ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ହାର ୫୧,୯୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ୧୦ ଗ୍ରାମ ମୂଲ୍ୟ ୪୭,୫୮୦ ଟଙ୍କା ଅଛି।

ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୮୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୫୫୦ ଟଙ୍କା ଅଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୯୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୭,୫୮୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୪୬୦ ଟଙ୍କା ବୃଦ୍ଧି ପାଇଛି।
Published by:Lipina Das
First published: