Gold Price Today: ପୁଣି ଶସ୍ତା ହେଲା ସୁନା ଦର; ଜାଣନ୍ତୁ ଆଜିର ମୂଲ୍ୟ

ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୫୦,୧୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟରେ ୪୪୦ ଟଙ୍କା ହ୍ରାସ ପାଇଛି।

ପୁଣି ଶସ୍ତା ହେଲା ସୁନା ଦର

ପୁଣି ଶସ୍ତା ହେଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟରେ ୫୮୦ ଟଙ୍କା ହ୍ରାସ ପାଇଛି। ଶୁକ୍ରବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୯୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୭୭୦ ଟଙ୍କା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୧୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୧୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ 4୬,୦୦୦ ଟଙ୍କା । ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୧୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ଅଛି।

ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୫୦,୧୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟରେ ୪୪୦ ଟଙ୍କା ହ୍ରାସ ପାଇଛି।
Published by:Lipina Das
First published: