ଆଜି ଭୁବନେଶ୍ବରରେ ଶସ୍ତା ହେଲା ସୁନା ଦର
News18 Odia Digital
ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟରେ ୨୬୦ ଟଙ୍କା ବୃଦ୍ଧି ପାଇଛି। ବୁଧବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୦୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୪୦ ଟଙ୍କା ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ଅସ୍ଥିରତା ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ଅଛି।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ହାର ୫୧,୯୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୫୦ ଟଙ୍କା ରହିଛି।
ସେହିପରି କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ପାଇଁ ସୁନା ହାର ୫୧,୯୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୫୦ ଟଙ୍କା ରହିଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୯୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୫୦ ଟଙ୍କା ଅଛି।
ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୯୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୫୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ୬୦ ଟଙ୍କା ହ୍ରାସ ପାଇଛି।
Published by:Lipina Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।