Gold Price Today: କମିଲା ସୁନା ଦର; ଜାଣନ୍ତୁ ଆଜିର ମୂଲ୍ୟ

ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୪୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୨୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟରେ ୧୧୦ ଟଙ୍କା ହ୍ରାସ ପାଇଛି।

କମିଲା ସୁନା ଦର

କମିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟ ୧୦୦ ଟଙ୍କା ହ୍ରାସ ପାଇଛି। ମଙ୍ଗଳବାର ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୩୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୧୦୦ ଟଙ୍କା ରହିଛି।

ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୪୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୩୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୩୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୫୦ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୫୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୨୫୦ ଟଙ୍କା ଅଛି।

କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୩୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୧୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୩୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୧୦୦ ଟଙ୍କା ରହିଛି।

ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୪୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୨୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟରେ ୧୧୦ ଟଙ୍କା ହ୍ରାସ ପାଇଛି।
Published by:Lipina Das
First published: