Gold Price Today: ସୁନା କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱର ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୯୮୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୩୦ ଟଙ୍କା ରହିଛି।

କମିଲା ସୁନା ଦର

କମିଲା ସୁନା ଦର

  • News18 Odia
  • Last Updated :
  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ବୁଧବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୬୮୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୨୦ ଟଙ୍କା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ରହିଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୧୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୮୮୦ ଟଙ୍କା ରହିଛି।

କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୯୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୩୦ ଟଙ୍କା ରହିଛି। ଅନ୍ୟପକ୍ଷରେ ମୁମ୍ବାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୯୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୩୦ ଟଙ୍କା ରହିଛି।

ଭୁବନେଶ୍ୱର ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୯୮୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୩୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ସମାନ ରହିଛି।
Published by:Lipina Das
First published: