Gold Price Today: କମିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୭୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ଆଜି ୪୭,୪୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ୧,୦୫୦ ଟଙ୍କା ହ୍ରାସ ପାଇଛି।

କମିଲା ସୁନା ଦର

କମିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଭାରତରେ ସୁନା ମୂଲ୍ୟ ଆଜି ହ୍ରାସ ପାଇଛି। ବୁଧବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୭୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୪୦୦ ଟଙ୍କା ରହିଛି।

ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୭୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୩୬୦ ଟଙ୍କା ରହିଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ଅସ୍ଥିରତା ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୭୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୪୦୦ ଟଙ୍କା ରହିଛି।

ସେହିପରି କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୭୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୪୦୦ ଟଙ୍କା ରହିଛି।
ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୭୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୪୦୦ ଟଙ୍କା ରହିଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୭୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ଆଜି ୪୭,୪୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ୧,୦୫୦ ଟଙ୍କା ହ୍ରାସ ପାଇଛି।
Published by:Lipina Das
First published: