Gold Price Today: କମିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱର ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୫୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ସମାନ ରହିଛି।

କମିଲା ସୁନା ଦର

କମିଲା ସୁନା ଦର

  • News18 Odia
  • Last Updated :
  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ମଙ୍ଗଳବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୮୬୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର୧୦ ଗ୍ରାମ ମୂଲ୍ୟ ୪୬,୫୯୦ ଟଙ୍କା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ରହିଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୧୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୯୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୫୦ ଟଙ୍କା ରହିଛି।

ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୫୦ ଟଙ୍କା।

ଭୁବନେଶ୍ୱର ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୫୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ସମାନ ରହିଛି।
Published by:Lipina Das
First published: