Gold Price Today: କମିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୮୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୫୦୦ ଟଙ୍କା ରହିଛି। ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ମୂଲ୍ୟରେ ୨୮୦ ଟଙ୍କା ହ୍ରାସ ପାଇଛି।

କମିଲା ସୁନା ଦର

କମିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୬୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୬୦ ଟଙ୍କା ରହିଛି।

ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ମୂଲ୍ୟ ୫୧,୧୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୮୦ ଟଙ୍କା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ଅଛି।

ସେହିପରି ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୮୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୫୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୮୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୫୦୦ ଟଙ୍କା ଅଛି।

ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୮୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୫୦୦ ଟଙ୍କା ଅଛି।

ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୮୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୫୦୦ ଟଙ୍କା ରହିଛି। ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ମୂଲ୍ୟରେ ୨୮୦ ଟଙ୍କା ହ୍ରାସ ପାଇଛି।
Published by:Lipina Das
First published: