Gold Price Today: ହ୍ରାସ ପାଇଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୧୬୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୯୦୦ ଟଙ୍କା ରହିଛି।

ହ୍ରାସ ପାଇଲା ସୁନା ଦର

ହ୍ରାସ ପାଇଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟରେ ୨୪୦ ଟଙ୍କା ହ୍ରାସ ପାଇଛି। ଶୁକ୍ରବାର ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୫୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୨୦ ଟଙ୍କା ଅଛି।

ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୮୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୫୩୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୧୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୯୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୧୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୯୦୦ ଟଙ୍କା ଅଛି।

ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୧୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୯୦୦ ଟଙ୍କା ଅଛି।

ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୧୬୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୯୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୨୧୦ ଟଙ୍କା ବୃଦ୍ଧି ପାଇଛି।
Published by:Lipina Das
First published: